www.samajalive.in
Saturday, December 6, 2025
26.1 C
Bhubaneswar

ଆଫଗାନିସ୍ତାନ ପ୍ରସଙ୍ଗ : ଗୁରୁବାର ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ଆଫଗାନିସ୍ତାନ ପ୍ରସଙ୍ଗରେ ବିଚାରବିମର୍ଶ ପାଇଁ ଭାରତ ସରକାର ସର୍ବଦଳୀୟ ବୈଠକ ଡକାଇଛନ୍ତି। ଆସନ୍ତା ଗୁରୁବାର, ୨୬ତାରିଖରେ ସଂସଦର ମୁଖ୍ୟ କମିଟି ପ୍ରକୋଷ୍ଠରେ ଆୟୋଜିତ ଏହି ବୈଠକରେ ବିଶେଷ ଭାବେ ସାଂସଦମାନେ ଉପସ୍ଥିତ ରହିବେ। ଉକ୍ତ ସଂକଟ ନେଇ ଭାରତ ସରକାର ନିଜର ଆଭିମୁଖ୍ୟ ସରକାର ସ୍ପଷ୍ଟ କରିବେ। ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହାର ପରିଚାଳନା କରିବେ। ସଂସଦର ମୌସୁମି ଅଧିବେଶନ ପୂର୍ବରୁ ସୀମାନ୍ତରେ ଚୀନ୍‌ର ଦାଦାଗିରି ସମ୍ପର୍କରେ ଆଲୋଚନା ପାଇଁ ଏଭଳି ସମସ୍ତ ରାଜନୈତିକ ଦଳଙ୍କର ବୈଠକ ଅାହ୍ବାନ କରିଥିଲେ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଜର୍ମାନୀ ଚାନ୍‌ସେଲର୍‌ ଆଞ୍ଜେଲା ମର୍କେଲଙ୍କ ସହ ଆଫଗାନିସ୍ତାନ ସଂକଟ ଉପରେ ଆଲୋଚନା କରିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories