www.samajalive.in
Monday, December 15, 2025
26.1 C
Bhubaneswar

ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି। ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳର ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତ। ଗତ ଫେବୃଆରୀ ୨୧ ତାରିଖରେ ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।  ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୪.୨ ଥିଲା।  କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories