www.samajalive.in
Saturday, December 6, 2025
26.1 C
Bhubaneswar

ଆଫଗାନିସ୍ତାନର ଯୁବ କ୍ରିକେଟର ମୁଜିବ ଉର ରେହମାନଙ୍କୁ କରୋନା

କାବୁଲ : ଆଫଗାନିସ୍ତାନ କ୍ରିକେଟ ଦଳର ଯୁବ କ୍ରିକେଟର ମୁଜିବ ଉର ରେହମାନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ରେହମାନଙ୍କୁ କୁଇନ୍ସଲ୍ୟାଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ କରୋନା ସଂକ୍ରମଣର ଲକ୍ଷଣ ଦେଖିବା ମାତ୍ରେ ତୁରନ୍ତ କରୋନା ପରୀକ୍ଷା କରାଇଥିଲେ। ଟେଷ୍ଟ ପରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories