www.samajalive.in
Wednesday, December 10, 2025
14.1 C
Bhubaneswar

ପୁଣି ବଡ ଏନକାଉଣ୍ଟର : ୭ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡ଼ମିଲ୍ଲୀ ଜଙ୍ଗଲ ରେ ଆଜି ପୁଣି ପୁଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ପୁଲିସର ଏନକାଉଣ୍ଟର ରେ ୭ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଗତକାଲି ଏନକାଉଣ୍ଟରରେ ଟପ ମାଓବାଦୀ ହୀଡ଼ମା ସମେତ ୬ ମାଓବାଦୀ ନିହତ ହୋଇଥିଲେ। ଏବେବି ଗୁଳିବିନିମୟ ଜାରି ରହିଛି। ଆନ୍ଧ୍ର ଗ୍ରେହାଉଣ୍ଡ ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories