www.samajalive.in
Friday, December 12, 2025
23.1 C
Bhubaneswar

ଅଗ୍ନି-୪ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ଉତକ୍ଷେପଣ କଲା ଭାରତ

ଡେସ୍କ: ଓଡ଼ିଶାର ଚାନ୍ଦିପୁରସ୍ଥିତ ସମନ୍ଵିତ ଟେଷ୍ଟ ରେଞ୍ଜରୁ ଶୁକ୍ରବାର ଏକ ଇଣ୍ଟରମିଡିଏଟ୍ ରେଞ୍ଜ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି-୪ର ସଫଳ ଉତକ୍ଷେପଣ ହୋଇଛି। ଏହି ଉତକ୍ଷେପଣ ସମସ୍ତ ପରିଚାଳନାଗତ ଏବଂ ବୈଷୟିକ ମାନଦଣ୍ଡକୁ ସଫଳତାର ସହ ଯାଞ୍ଚ କରିଥିଲା। ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡ୍ ତତ୍ତ୍ୱାବଧାନରେ ଏହି ଉତକ୍ଷେପଣ କରାଯାଇଥିଲା।

ଚଳିତ ବର୍ଷ ଏପ୍ରିଲ ମାସରେ ଭାରତ ଓଡ଼ିଶା ଉପକୂଳରେ ଅବଦୁଲ କଲାମ ଦ୍ୱୀପରୁ ୧ ହଜାରରୁ ୨ ହଜାର କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା ବିଶିଷ୍ଟ ନୂତନ ପିଢ଼ିର ପରମାଣୁ କ୍ଷମତା ସମ୍ପନ୍ନ ଅଗ୍ନି-ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories