www.samajalive.in
Monday, December 15, 2025
15.1 C
Bhubaneswar

ବାସନ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

କଟକ : କଟକ ଜଗତପୁର ଶିଳ୍ପାଞ୍ଚଳର ଏକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏକ ଆଲୁମିନିୟମ୍ ବାସନ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଯୋଗୁଁ ଅନେକ ବାସନ ଜଳିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଏହି ଅଗ୍ନିକାଣ୍ଡ କେମିତି ଘଟିଲା ସେନେଇ କିଛି ସ୍ପଷ୍ଟ ହୋଇନି ।

ଦେଶବାସୀଙ୍କୁ କ୍ଷମା ମାଗିଲେ ନୀରଜ ଚୋପ୍ରା; ଦେଖନ୍ତୁ ଭିଡିଓରେ କ’ଣ କହିଲେ?

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories