www.samajalive.in
Sunday, December 14, 2025
17.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ ଅବସରରେ ଆଇସିସି ଓ ଏଆଇସି ମଧ୍ୟରେ ଚୁକ୍ତିନାମା

ଭୁବନେଶ୍ୱର : ପ୍ରବାସୀ ଭାରତୀୟ ଦିବସ ଅବସରରେ ଏସିଆନ ଇଣ୍ଡିଆ ଇକୋନୋମିକ କାଉନସିଲ (ଏଆଇସି) ଏବଂ ଇଣ୍ଡିଆନ ଚାମ୍ବର ଅଫ କମର୍ସ(ଆଇସିସି)ଚୁକ୍ତିରେ ସାମିଲ ହୋଇଛନ୍ତି। କମ୍ପାନି, ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ଲାଗି ଏକ ଫୋରମ ସୃଷ୍ଟି ଦିଗରେ ଏହା ସହାୟକ ହେବ। ଆଇସିସି ଓଡ଼ିଶା ଅଧ୍ୟକ୍ଷ ରାଜୀବ ଶେଖର ସାହୁ, ଏଆଇସି ମାଲେସିଆ ଅଧ୍ୟକ୍ଷ ଦାତୋ ରମେଶ କୋଡାମାଳ, ଏଆଇଇସି ଫିଲିପାଇନ୍ସ ସହ ଅଧ୍ୟକ୍ଷ ଜୋନି ଛୋଟରାଣୀ, ଇନଭେସିଫାଏ କମ୍ପାନୀ ଲିମିଟେଡ୍ , ହାନୋଇ ଭିଏତନାମ ସିଇଓ ଇନ୍ଦୋନିଲ ସେନଗୁପ୍ତା, ଓକାକ୍ ପରିଚାଳନା ନିର୍ଦ୍ଦେଶକ(ସୂଚନା ପ୍ରଯୁକ୍ତି ବିଦ୍ୟା) ବିଭାଗର ମାନସ ପଣ୍ଡା ଓ ଆଇସିସି ଆଞ୍ଚଳିକ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ପାଲଙ୍କ ଉପସ୍ଥିତରେ ଏହି ଚୁକ୍ତିନାମା ସାକ୍ଷରିତ ହୋଇଥିଲା। ଏହା ଦ୍ବାରା କାର୍ଯ୍ୟକ୍ରମ ଆୟୋଜନ, ଭାବ ଆଦାନ ପ୍ରଦାନ ଏବଂ ନିୟାମକ କ୍ଷେତ୍ରରେ ଏସିଆନ ଦେଶ ଗୁଡିକୁ ମିଳିତ ହୋଇ କାର୍ଯ୍ୟ କରିବେ। ଶେଷରେ ଆଇସିସି ରାଜ୍ୟ ପରିଷଦର ଉପାଧ୍ୟକ୍ଷ ନୀଳାଞ୍ଜନା ମୁଖାର୍ଜୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories