www.samajalive.in
Saturday, December 6, 2025
26.1 C
Bhubaneswar

କୃଷି ଉଡ଼ାଣ ଯୋଜନାରେ ୫୮ଟି ବିମାନ ବନ୍ଦର ସାମିଲ

ଡେସ୍କ: ଦେଶରେ ଥିବା ୫୮ଟି ବିମାନ ବନ୍ଦରକୁ କୃଷି ଉଡ଼ାଣ ଯୋଜନାରେ ସାମିଲ କରାଯାଇଥିବା ସରକାର ସୂଚନା ଦେଇଛନ୍ତି। ୨୦୨୦ ଏହି ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନାରେ କୃଷକମାନଙ୍କୁ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ପରିବହନ କ୍ଷେତ୍ରରେ ସହାୟତା କରିବ ଏବଂ ତାର ଉଚିତ୍‌‌ ମୂଲ୍ୟ ପ୍ରଦାନ କରିବା ଲକ୍ଷ୍ୟ ରହିଛି। ଗତକାଲି ରାଜ୍ୟସଭାରେ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ବି.କେ. ସିଂହ କହିଛନ୍ତି, ପାହାଡ଼ିଆ ଅଞ୍ଚଳ, ଉତ୍ତର ପୂର୍ବ ରାଜ୍ୟ ଏବଂ ଆଦିବାସୀ ଅଞ୍ଚଳରେ ଶୀଘ୍ର ନଷ୍ଟ ହେଉଥିବା ଖାଦ୍ୟ ପଦାର୍ଥର ଶୀଘ୍ର ପରିବହନ ସୁନିଶ୍ଚିତ କରିବା ଲାଗି ୨୦୨୧ରେ କୃଷି ଉଡ଼ାଣ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଘୋଷଣା କରାଯାଇଥିଲା।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories