ଭୁବନେଶ୍ୱର : କୃଷି ସଚିବ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ। କୃଷି ସଚିବ ଅରବିନ୍ଦ ପାଢୀ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ହୋଇଥିବା ନେଇ ବୁଧବାର ଖବର ମିଳିଛି। କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନୁମନା ପରୀକ୍ଷାରୁ ସ୍ପଷ୍ଟ ହୋଇଛି। ଆକ୍ରାନ୍ତ ପରେ ଅରବିନ୍ଦ ପାଢୀ ଘରେ ରହି ଚିକିତ୍ସିତ ହେଉଛନ୍ତି ବୋଲି ସୂଚନା ମିଳିଛି।
Popular Categories



