www.samajalive.in
Friday, December 5, 2025
20.1 C
Bhubaneswar

ଅହମଦାବାଦ ବିମାନ ଦୁର୍ଘଟଣା: ୮୦ଜଣଙ୍କୁ ଚିହ୍ନଟ, ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

ସମାଜ ଡିଜିଟାଲ ଡେସ୍କ: ଅହମଦାବାଦ ବିମାନ ଦୁର୍ଘଟଣାରେ ଏଯାବତ ୮୦ଜଣଙ୍କ ଡିଏନଏ ନମୁନା ମିଶିଛି । ଅର୍ଥାତ ୮୦ଜଣଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ୩୩ଜଣଙ୍କ ମୃତଦେହକୁ ପରିବାୀ ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏହି ବିମାନ ଦୁର୍ଘଟଣାରେ ମୋଟ ଡିଏନଏ ନମୁନା ସଂଖ୍ୟା ୮୦ରେ ପହଞ୍ଚିଛି, ଯେଉଁଥିରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ମୃତଦେହ ଅନ୍ତର୍ଭୁକ୍ତ ହୋଇଛି । ୩୩ଜଣଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଥିବା ଅହମଦାବାନ ସିଭିଲ୍‍ ହସ୍ପିଟାଲର ଅତିରିକ୍ତ ଅଧୀକ୍ଷକ ଡାକ୍ତର ରଜନୀଶ ପଟେଲ ଏହି ସୂଚନା ଦେଇଛନ୍ତି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories