www.samajalive.in
Friday, December 12, 2025
26.1 C
Bhubaneswar

୧୩ ଶିକାରୀଙ୍କୁ ଧରିଲା ଏଆଇ କ୍ୟାମେରା

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ଶିକାର ଉଦେଶ୍ୟରେ ବୁଲୁଥିବା ୧୩ଜଣ ଶିକାରୀଙ୍କୁ ଗିରଫ କରାଯାଇଥିବା ନେଇ ବନବିଭାଗ ସୂଚନା ଦେଇଛି। ଏଆଇ କ୍ୟାମେରାରେ ଧରାପଡ଼ିବା ପରେ ବନବିଭାଗ ୧୩ଜଣ ଶିକାରୀଙ୍କୁ ଗିରଫ କରିଛି। ଗିରଫ ୧୩ଜଣ ଶିକାରୀ କରଞ୍ଜିଆ ଥାନା ରାମଯୋଡ଼ି ଗାଁର ବୋଲି ଜଣାପଡିଛି। ଗିରଫ ହୋଇଥିବା ୧୩ଜଣ ଶିକାରୀଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ୧୩ ଧନୁ, ୩୩ ତୀର ଜବତ କରାଯାଇଛି ବୋଲି ବନବିଭାଗ ସୂଚନା ଦେଇଛି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories