www.samajalive.in
Saturday, December 13, 2025
21.1 C
Bhubaneswar

ଶ୍ରୀନଗର ଯାଉଥିବା ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ

ନୂଆଦିଲ୍ଲୀ:  ଶ୍ରୀ ନଗର ଯାଉଥିବା ଏକ ବିମାନ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି ।  ଏହାନ ଇଞ୍ଜିନର ଯନ୍ତ୍ରାଶଂରେ ତ୍ରୁଟି ଦେଖା ଦେବାରୁ ଏହା ଜରୁରୀ ଅବତରଣ କରିଥିବା ସୂଚନା ମିଳିଛି । ଜରୁରୀ ଅବତରଣ ସମୟରେ ଏଥିରେ ୧୮୦ ଜଣ ଯାତ୍ରୀ ବସିଥିଲେ ।

ସକାଳ ୧୦ଟା ୧୫ ସମୟରେ ଏହି ବିମାନଟି ଉଡାଣ ଭରି ଥିଲା । ମାତ୍ର ୧୦ଟା ୫୫ ସମୟରେ ଏହା ଜରୁରୀ କାଳିନ ଅବତରଣ କରିଥିଲା । ଏହାର ଇଞ୍ଜିନରେ ତ୍ରୁଟି ବିଷୟରେ ଜଣା ପଡିବା ପରେ ଅନ୍ୟ ଏକ ବିମାନରେ ଯାତ୍ରୀମାନଙ୍କୁ ଶ୍ରୀ ନଗର ପଠାଯାଇଥିଲା ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories