www.samajalive.in
Thursday, December 11, 2025
27.1 C
Bhubaneswar

ଏମ୍ସରେ ଅସ୍ଥାୟୀ କୋର୍ଟ : ଉନ୍ନାଓ ବଳାତ୍କାର ପୀଡିତାଙ୍କ ବୟାନ ରେକର୍ଡ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା ଏମ୍ସର  ଅସ୍ଥାୟୀ କୋର୍ଟରେ ଉନ୍ନାଓ ବଳାତ୍କାର ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ଏମ୍ସରେ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରି ପୀଡିତାଙ୍କ ବୟାନ ରେକର୍ଡ କରିବାକୁ ଶୁକ୍ରବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଥିଲେ। ସେହି ଆଧାରରେ ବୁଧବାର ଏମ୍ସର ଜୟପ୍ରକାଶ ନାରାୟଣ ଏପେକ୍ସ ଟ୍ରମା ସେଣ୍ଟରରେ ଅସ୍ଥାୟୀ କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି।

ଜିଲ୍ଲା ବିଚାରପତି ଧର୍ମେଶ ଶର୍ମା ଏମ୍ସରେ ପହଞ୍ଚି ପୀଡିତାଙ୍କ ବୟାନ ରେକର୍ଡ କରିଥିଲେ। ଏହି ମାମଲା ପ୍ରମୁଖ ଅଭିଯୁକ୍ତ ବିଧାୟକ କୁଲଦୀପ ସିଂହ ସେଙ୍ଗର ଏବଂ ଅନ୍ୟତମ ଅଭିଯୁକ୍ତ ଶଶି ସିଂହଙ୍କୁ ମଧ୍ୟ ଏମ୍ସକୁ ଅଣାଯାଇଥିଲା।

- Advertisement -

ସୂଚନାଯୋଗ, ଦୁର୍ଘଟଣାରେ ଗୁରୁତର ଆହତ ହୋଇ ପୀଡିତା ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories