www.samajalive.in
Friday, December 12, 2025
14.1 C
Bhubaneswar

ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, କ୍ଷେତରେ ପଡ଼ି ଜଳିଗଲା

ଶିବପୁରୀ: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ପାଇଲଟ୍‌ ଆହତ ହୋଇଥିବା ସୂଚନା ମିଳିଛି। ହେଲିକପ୍ଟରଟି ଏକ ​ କ୍ଷେତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ଏହାପରେ ଏଥିରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣା ପରେ ବହୁ ସଂଖ୍ୟାରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଭୟ ପାଇଲଟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ନରଓ୍ବର ତହସିଲର ଦବରାସାନୀ ଗ୍ରାମରେ ଗୁରୁବାର ଦ୍ଵିପ୍ରହରରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ଏକ କ୍ଷେତରେ ଖସି ପଡ଼ିଥିଲା। ଏହାପରେ ଏଥିରେ ନିଆଁ ଲାଗି ଯାଇଥିଲା। ସୌଭାଗ୍ୟବଶତଃ ହେଲିକପ୍ଟରରେ ଥିବା ଦୁଇ ପାଇଲଟ୍‌ ସୁରକ୍ଷିତ ଅଛନ୍ତି। ପୁଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ତେବେ ଦୁର୍ଘଟଣାର କାରଣ ବର୍ତ୍ତମାନସୁଦ୍ଧା  ଜଣାପଡ଼ିନାହିଁ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories