www.samajalive.in
Saturday, December 6, 2025
14.1 C
Bhubaneswar

ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନର ମନମୁଖୀ ନିଷ୍ପତ୍ତି: ଯାତ୍ରୀଙ୍କ ହୋହଲ୍ଲା

ଭୁବନେଶ୍ୱର: ଏୟାର ଇଣ୍ଡିଆ ବିମାନର ମନମୁଖୀ ନିଷ୍ପତ୍ତି ପାଇଁ ଯାତ୍ରୀ କଲେ ହଙ୍ଗାମା। ଭୁବନେଶ୍ୱରରେ ଯାତ୍ରୀଙ୍କୁ ଛାଡିବା ବଦଳରେ କୋଲକାତା ବିମାନ ବନ୍ଦରରେ ଅବତରଣ କରିଥିଲା ବିମାନ। ସେଠାରୁ ଯାତ୍ରୀଙ୍କୁ ନିଜ ଖର୍ଚ୍ଚରେ ଭୁବନେଶ୍ୱର ଯିବାକୁ କୁହାଯାଇଥିଲା। ଫଳରେ ଯାତ୍ରୀମାନେ ଅସନ୍ତୋଷ ବ୍ୟକ୍ତ କରି ହୋହଲ୍ଲା କରିଥିଲେ। ଗୁରୁବାର ଦିଲ୍ଲୀରୁ ଭୁବନେଶ୍ୱରକୁ ଉଡାଣ ଭରିଥିଲା ଏୟାରଇଣ୍ଡିଆ ଏକ୍ସପ୍ରେସ ବିମାନ। ରାତିରେ ପାଗ ଖରାପ ହେବାରୁ ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିନପାରି କୋଲକାତାରେ ଅବତରଣ କରିଥିଲା। ସେଠାରେ ବିମାନ କର୍ତ୍ତୃପକ୍ଷ ଯାତ୍ରୀଙ୍କୁ ଭୁବନେଶ୍ୱର ନିଜସ୍ୱ ଖର୍ଚ୍ଚରେ ଯିବାକୁ କହିଥିଲେ। ଏହାପରେ ଯାତ୍ରୀମାନେ ହୋହାଲ୍ଲା କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories