www.samajalive.in
Saturday, December 6, 2025
16.1 C
Bhubaneswar

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ଅସରପା : ତଦନ୍ତ ନିର୍ଦେଶ

ନୂଆଦିଲ୍ଲୀ : ନୂଆଦିଲ୍ଲୀରୁ ନ୍ୟୁୟର୍କ ଅଭିମୁଖେ ଉଡାଣ କରିଥିବା ଏୟାର ଇଣ୍ଡିଆ ବିମାନରେ ଯାତ୍ରୀଙ୍କୁ ଦିଆଯାଇଥିବା ଖାଦ୍ୟରେ ଅସରପା ବାହାରିବା ଅଭିଯୋଗ ହୋଇଛି। ସେପ୍ଟେମ୍ବର ୧୭ରେ ଉଡାଣ କରିଥିବା ବିମାନରେ ଏପରି ଘଟଣା ଘଟିଥିଲା। ଅଭିଯୋଗକାରୀ ଯାତ୍ରୀ କହିଛନ୍ତି ଯେ ଅସରପା ଥିବା ଖାଦ୍ୟ ଖାଇ ତାଙ୍କ ୨ବର୍ଷର ଝିଅ ଅସୁସ୍ଥ ହୋଇପଡିଥିଲେ। କାରଣ ଖାଦ୍ୟର ଅଧା ଖାଇସାରିବା ପରେ ସେ ଅସରପା ଦେଖିବାକୁ ପାଇଥିଲେ। ଏହି ଘଟଣାକୁ ନେଇ ଏୟାର ଇଣ୍ଡିଆ ଉଦ୍‌ବେଗ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ ନିର୍ଦେଶ ଦେଇଛି। ତଦନ୍ତରେ ଦୋଷୀ ଚିହ୍ନଟ ବ୍ୟକ୍ତିଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories