www.samajalive.in
Friday, December 5, 2025
27.1 C
Bhubaneswar

ରାଜଧାନୀରେ ବାୟୁ ପ୍ରଦୂଷଣର ଜଟିଳ ପରିସ୍ଥିତ ; ୨ ଦିନ ସ୍କୁଲ ଛୁଟି

ନୂଆଦିଲ୍ଲୀ : ରାଜଧାନୀରେ ଦିଲ୍ଲୀର ବାୟୁ ପ୍ରଦୂଷଣ ଜଟିଳ ପରିସ୍ଥିତିରେ ପହଞ୍ଚିଛି। ଭୟଙ୍କର ବାୟୁ ପ୍ରଦୂଷଣ ହେତୁ ସଭିଏଁ ନାହିଁ ନଥିବା ଅସୁବିଧା ଭୋଗ କରୁଛନ୍ତି। ଗତ ୬ ଦିନ ଧରି ଦିଲ୍ଲୀରେ ବାୟୁ ଅତି ନିମ୍ନମାନର ରହିଛି।

ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଆଜି ଓ କାଲି ଦୁଇ ଦିନ ସମସ୍ତ ପ୍ରାଥମିକ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ନିର୍ମାଣ କାମ ମଧ୍ୟ ବନ୍ଦ ରହିବ। ଦିଲ୍ଲୀର ସମସ୍ତ ସ୍ଥାନରେ ଧୂଆଁ ଓ ଘନ କୁହୁଡି ଭଳି ଆସ୍ତରଣ ରହିଛି। ଭିଜିବିଲିଟି କମିଥିବା ସହ ଶ୍ୱାସକ୍ରିୟାରେ ମଧ୍ୟ କଷ୍ଟ ହେଉଛି।

- Advertisement -

 

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories