www.samajalive.in
Wednesday, December 10, 2025
15.1 C
Bhubaneswar

ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ

ଭୁବନେଶ୍ବର : ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହୋଇଛି । ବାତ୍ୟା ପାଇଁ ଗତକାଲି ସନ୍ଧ୍ୟାରୁ ବିମାନ ସେବା ବାତିଲ କରାଯାଇଥିବାବେଳେ ପରିସ୍ଥିତି ସ୍ବାଭାବିକ ହେବାରୁ ଶୁକ୍ରବାର ସକାଳ ୮ଟାରୁ ବିମାନ ସେବା ପୁଣି ଆରମ୍ଭ ହୋଇଛି । ଗତକାଲି ମଧ୍ୟ ରାତ୍ରିରେ ବାତ୍ୟା ଦାନା ଭିତରକନିଆ ହବାଳିଖଟି ନିକଟରେ ଅତିକ୍ରମ କରିଥିଲା। ଏହା ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ କିଛି ଚାଳ ଛପର ଘର ଓ ଗଛ ଭାଙ୍ଗିପଡିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories