www.samajalive.in
Sunday, December 14, 2025
26.1 C
Bhubaneswar

ଆଜମ ଖାନ୍‌ ଓ ମେନକା ଗାନ୍ଧୀଙ୍କ ନିର୍ବାଚନ ପ୍ରଚାର ଉପରେ କଟକଣା

ନୂଆଦିଲ୍ଲୀ .-  ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବସପା ମୁଖ୍ୟ ମାୟାବତୀଙ୍କ  ନିର୍ବାଚନ ପ୍ରଚାର ଉପରେ କଟକଣା ଲଗାଇବା ପରେ , ଆଜମ ଖାନ ଓ ମେନକା ଗାନ୍ଧୀଙ୍କ ନିର୍ବାଚନ ପ୍ରଚାର ଉପରେ ନିର୍ବାଚନ  ଆୟୋଗ କଟକଣା ଲଗାଇଛନ୍ତି ।

ଆଜମ ଖାନଙ୍କ ଉପରେ ୭୨ ଘଣ୍ଟା ପାଇଁ କଟକଣା ଲଗାଯାଇଥିବା ବେଳେ ମେନକା ଗାନ୍ଧୀଙ୍କ ଉପରେ ୪୮ ଘଣ୍ଟା ପାଇଁ କଟକଣା ଲଗାଯାଇଛି । ଏହି ଦୁଇ ନେତା କୌଣସି ନିର୍ବାଚନ ପ୍ରଚାର କରି ରାଲିରେ ଅଂଶଗ୍ରହଣ କରି ପାରିବେ ନାହିଁ । ଏପ୍ରିଲ ୧୬ ତାରିଖ ସକାଳ ୧୦ଟାରୁ ଏହି କଟକଣା କାର୍ଯ୍ୟକାରୀ ହେବ । ଆଜମ ଖାନ୍‌ ଜୟପ୍ରଦାଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି । ସେହିପରି ମେନକା ଗାନ୍ଧୀ ଏକ ରାଲିରେ ନିର୍ଦିଷ୍ଟ ଧର୍ମର ଲୋକଙ୍କୁ କିଛି ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories