ଅଜୟ ଲଲୁ ହେଲେ ଓଡ଼ିଶା କଂଗ୍ରେସ ନୂଆ ପ୍ରଭାରୀ

ସପ୍ତଗିରି ଉଲ୍ଲାକାଙ୍କୁ ୪ ରାଜ୍ୟର ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର: ବଦଳିଲେ ଓଡ଼ିଶା କଂଗ୍ରେସ ପ୍ରଭାରୀ। ଅଜୟ କୁମାର ଲଲଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଭାବେ ଏଆଇସିସି ପକ୍ଷରୁ ନିଯୁକ୍ତି ଦିଆଯାଇଛି। ସେହିପରି ସପ୍ତଗିରି ଶଙ୍କର ଉଲ୍ଲାକାଙ୍କୁ ୪ ରାଜ୍ୟର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ମଣିପୁର, ତ୍ରିପୁରା, ସିକିମ ଓ ନାଗାଲାଣ୍ଡର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି ବୋଲି ଏଆଇସିସି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି।

Comments are closed.