www.samajalive.in
Monday, December 15, 2025
26.1 C
Bhubaneswar

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍‌ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ ସେ ରବିବାର ସନ୍ଧ୍ୟାରେ ଘର ନିକଟସ୍ଥ ବଜାରରୁ ସଉଦା କରି ଫେରୁଥିବାବେଳେ ହଠାତ୍‌ ଅସୁସ୍ଥତା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ତାଙ୍କ ନିଖୁଣ ଅଭିନୟ ସମଗ୍ର ଓଡ଼ିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories