www.samajalive.in
Tuesday, December 9, 2025
17.1 C
Bhubaneswar

ପଦ୍ମ ପୁରସ୍କାରରେ ସମ୍ମାନିତ ହେବେ ଅଜିତ କୁମାର, ପରିବାର ସହ ଗଲେ ଦିଲ୍ଲୀ

ନୂଆଦିଲ୍ଲୀ: ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହେବେ ଦକ୍ଷିଣ ଭାରତୀୟ ସୁପରଷ୍ଟାର ଅଜିତ କୁମାର। ତାଙ୍କର ଉତ୍କୃଷ୍ଟ ଅଭିନୟ କ୍ୟାରିୟର ପାଇଁ ସୋମବାର ଅଭିନେତାଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରାଯିବ। ଏଥିପାଇଁ ପରିବାରସହ ଦିଲ୍ଲୀ ଯାଇଛନ୍ତି ଅଜିତ।

ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଅଜିତ କୁମାରଙ୍କୁ ତାଙ୍କ ପତ୍ନୀ ଶାଳିନୀ, ଝିଅ ଅନୁଷ୍କା ଓ ପୁଅ ଆଦ୍ଵିକଙ୍କ ସହ ଚେନ୍ନଇ ବିମାନବନ୍ଦରରେ ଦେଖିବାକୁ ମିଳିଛି। ସେଠାରେ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ଆଜି ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories