www.samajalive.in
Monday, December 8, 2025
14.1 C
Bhubaneswar

ପ୍ରତିରକ୍ଷା କ୍ଷମତାରେ ଯୋଡି ହେଲା ନୂଆ ଫର୍ଦ୍ଦ, ଲକ୍ଷ୍ୟସ୍ଥଳ ଭେଦ କଲା ନୂଆ ପିଢ଼ି ଆକାଶ କ୍ଷେପଣାସ୍ତ୍ର

ଡେସ୍କ: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ – ଡିଆରଡିଓ ଆଜି ସଫଳତାର ସହ ଆକାଶ କ୍ଷେପଣାସ୍ତ୍ରର ପରୀକ୍ଷା କରିଛି। ଏହାକୁ ଆକାଶ କ୍ଷେପଣାସ୍ତ୍ର ଏନଜି (ନ୍ୟୁ ଜେନେରେସନ) କୁହାଯାଉଛି। ଓଡିଶାର ଚାନ୍ଦିପୁର ଉପକୂଳବର୍ତ୍ତୀ ସମନ୍ୱିତ ପରୀକ୍ଷଣ ପରିସରରୁ ଅତି କମ ଉଚ୍ଚରୁ ଏହି କ୍ଷେପଣାସ୍ତ୍ର ମାନବବିହୀନ ଲକ୍ଷ୍ୟସ୍ଥଳକୁ ପଠାଯାଇଥିଲା। ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଦ୍ୱାରା ଲକ୍ଷ୍ୟସ୍ଥଳରେ ସଫଳତାର ସହ ପହଂଚି ଥିଲା ଓ ଧ୍ୱଂସ କରିଥିଲା।

ଡାକ୍ତରଙ୍କୁ ନିର୍ଦ୍ଦେଶ: ଅକ୍ଷର ପଢି ନହେଲେ…

- Advertisement -

ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ପିଢ଼ିର ଆକାଶ କ୍ଷେପଣାସ୍ତ୍ର କ୍ଷିପ୍ର ବେଗରେ ଆକ୍ରମଣ ପାଇଁ ସକ୍ଷମ। କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣରେ ଏହାର ସମସ୍ତ ଲକ୍ଷ୍ୟ ହାସଲ ହୋଇଥିବା କୁହାଯାଇଛି। ଏହି ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ, ଭାରତୀୟ ବାୟୁସେନା, ସରକାରୀ କ୍ଷେତ୍ର ତଥା ପ୍ରତିରକ୍ଷା ଶିଳ୍ପକୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଏହି ବ୍ୟବସ୍ଥା ଦେଶର ବାୟୁ ପ୍ରତିରକ୍ଷା କ୍ଷମତାକୁ ଆହୁରି ବୃଦ୍ଧି କରିବ।

<blockquote class=”twitter-tweet”><p lang=”or” dir=”ltr”>ପ୍ରତିରକ୍ଷା କ୍ଷମତାରେ ଯୋଡି ହେଲା ନୂଆ ଫର୍ଦ୍ଦ, ଲକ୍ଷ୍ୟସ୍ଥଳ ଭେଦ କଲା ନୂଆ ପିଢ଼ି ଆକାଶ କ୍ଷେପଣାସ୍ତ୍ର <a href=”https://t.co/nWFkkOqUYl”>pic.twitter.com/nWFkkOqUYl</a></p>&mdash; Samaja Live (@samajalive) <a href=”https://twitter.com/samajalive/status/1745781384164311112?ref_src=twsrc%5Etfw”>January 12, 2024</a></blockquote> <script async src=”https://platform.twitter.com/widgets.js” charset=”utf-8″></script>

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories