www.samajalive.in
Friday, December 12, 2025
15.1 C
Bhubaneswar

ଆଖଣ୍ଡଳମଣି ପିଠରେ ଜନ୍ମାଷ୍ଟମୀ ଉତ୍ସବ ପାଳନ

ଆରଡି: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ବେଶ ଧୁମଧାମରେ ପାଳନ କରାଯାଇଛି। ଶୁକ୍ରବାର ଭୋର ମଣିବାବାଙ୍କ ପହଡ ଖୋଲାଯାଇ ସମସ୍ତ ଦନୈଦିନ ନୀତିକାନ୍ତି ସରିବା ପରେ ଅପରାହ୍ନରେ ଆରମ୍ଭ ହୋଇଥିଲା ଜନ୍ମାଷ୍ଟମୀ ନୀତିକାନ୍ତି। ଆଖଣ୍ଡଳମଣୀ ମନ୍ଦିର ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ଗୋପାଳ ବେଶରେ ସଜ୍ଜିତ କରାଯିବା ସହ ଖଣ୍ଡିକିଆ ହରିବଂଶ ପଠନ ,ନାମ ସଂକିର୍ତ୍ତନ କରାଯାଇ ରାତ୍ର ନିଶାର୍ଦ୍ଧରେ ହରିଜନ୍ମ ନୀତିକାନ୍ତି ଅନୁଷ୍ଠିତ ହେବ ବୋଲି ମନ୍ଦିର କମିଟି ପକ୍ଷରୁ ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories