www.samajalive.in
Sunday, December 7, 2025
26.1 C
Bhubaneswar

ଦେବାଳିଆ ସରକାରଙ୍କ ଦେବାଳିଆ ବଜେଟ୍‍: ଅଖିଳେଶ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍‍କୁ ଦେବାଳିଆ ବଜେଟ୍‍ ବୋଲି କହିଛନ୍ତି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ। ସେ କହିଛନ୍ତି, ଏହା ହେଉଛି ଦେବାଳିଆ ସରକାରଙ୍କ ଦେବାଳିଆ ବଜେଟ୍‍। ଅର୍ଥ ବ୍ୟବସ୍ଥାକୁ ସୁଧାରିବାରେ ବିଜେପି ବିଫଳ ହୋଇଛି ବୋଲି ସେ ଅଭିଯୋଗ କରିଛନ୍ତି।

ସେ ପୁନଶ୍ଚ କହିଛନ୍ତି, ଉତ୍ତରପ୍ରଦେଶରେ ବିଜେପି ସରକାର ରହିଛି, କିନ୍ତୁ ନିବେଶକମାନଙ୍କୁ ଆକୃଷ୍ଟ କରିବା ପାଇଁ କିଛି ପଦକ୍ଷେପ ନେଇପାରି ନାହାନ୍ତି। ନିଯୁକ୍ତି ସୁଯୋଗ କିପରି ସୃଷ୍ଟି ହେବ? ମୋଦୀ ସରକାର ବେକାରୀ ସମସ୍ୟାକୁ କିଭଳି ଦୂର କରିବେ? ଅନ୍ୟ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ଏହି ବଜେଟ୍‍ ପ୍ରସ୍ତୁତ ହୋଇଛି ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି।

- Advertisement -

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories