୮୨ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ: ଏହି ରାଶି କିଣିବେ ନୂଆ ଘର,ଗାଡି ହେବେ ମାଲାମାଲ୍‌, ରହିବନି ଚିନ୍ତା

ଚଳିତ ବର୍ଷ ଅକ୍ଷୟ ତୃତୀୟା ପର୍ବ ଏପ୍ରିଲ ୩୦ରେ ପାଳନ କରାଯିବ । ଜ୍ୟୋତିଷ ଗଣନା ଅନୁସାରେ ଅକ୍ଷୟ ତୃତୀୟାରେ ଚଳିତ ବର୍ଷ ୮୨ ବର୍ଷ ପରେ ଅତ୍ୟନ୍ତ ଶୁଭ ସଂଯୋଗ ହେବାକୁ ଯାଉଛି । ଏହି ଦିନ ସର୍ବାର୍ଥ ସିଦ୍ଧି ଯୋଗ,ଶୋଭନ ଯୋଗ ଓ ରବି ଯୋଗ ହେବାକୁ ଯାଉଛି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ରହିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ । ବୃଷ- … Continue reading ୮୨ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ: ଏହି ରାଶି କିଣିବେ ନୂଆ ଘର,ଗାଡି ହେବେ ମାଲାମାଲ୍‌, ରହିବନି ଚିନ୍ତା