www.samajalive.in
Monday, December 8, 2025
27.1 C
Bhubaneswar

ଅବକାରୀ ବିଭାଗ ପକ୍ଷରୁ ମଦ ଜବତ

ବାଲେଶ୍ବର : ଅବକାରୀ ବିଭାଗ ପକ୍ଷରୁ ୨୦୦ଲିଟର ମଦ ଜବତ ହୋଇଛି। ଏଥିରେ ୪ଜଣଙ୍କୁ ଗିରଫ କରାଯାଇଛି। ଅବକାରୀ ବିଭାଗ ବୁଧବାର ଦିନ ଏକ ମଦ କାରଖାନାରେ ଚଢାଉ କରିଥିଲେ। ସେଠାରୁ ମଦ ସମେତ ମଦ ପାଇଁ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories