www.samajalive.in
Sunday, December 7, 2025
26.1 C
Bhubaneswar

ଆହ୍ଲାବାଦ ବିଶ୍ୱବିଦ୍ୟାଳୟ ଛାତ୍ରବାସରେ ମିଳିଲା ବିସ୍ପୋରକ ସାମଗ୍ରୀ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଆହ୍ଲାବାଦ ବିଶ୍ୱବିଦ୍ୟାଳୟ ତାରାଚନ୍ଦ ଛାତ୍ରବାସରେ ପୁଲିସ ଚଢଉ କରି ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛି। ସେଠାରେ ପୁଲିସ ୫୮ ବଖରା ସିଲ କରିବା ସହ ଅନେକ ଗାଡି ଜବତ କରିଛି। ବିଶେଷ ସୂତ୍ରରୁ ସୂଚନା ପାଇ ପୁଲିସ ତାରାଚନ୍ଦ ଛାତ୍ରବାସରେ ଚଢଉ କରିଥିଲା। ଛାତ୍ରାବାସରେ ଥିବା ଅନେକ ଅଣଛାତ୍ରଙ୍କୁ ଛାତ୍ରବାସରୁ ବାହାର କରାଯାଇଛି। ଏହି ଛାତ୍ରାବାସରେ ଅନେକ ଅନୈତିକ କାର୍ଯ୍ୟ ଚାଲୁଥିବା ଅଭିଯୋଗ ରହିଛି।
ପୁଲିସ ଓ ଅର୍ଦ୍ଧସାମରିକ ବାହିନୀ ମଳିତ ଭାବେ ଏହି ଚଢଉ କରିଥିଲେ। ଅପରପକ୍ଷରେ ସମାଜବାଦୀ ପାର୍ଟି ମୁଖପାତ୍ର ରିଚା ସିଂହ ପ୍ରଶାସନର ଏହି ଚଢଉକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ ଟ୍ୱିଟ୍‍ କରି ଛାତ୍ରମାନଙ୍କ ଉପରେ ପ୍ରତାରଣା କରାଯାଉଥିବା ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ ଯେ ରବିବାର ରୋହିତ ଶୁକ୍ଳା ନାମକ ଏକ ଛାତ୍ରଙ୍କ ଗୁଳିକରି ହତ୍ୟା କରାଯାଇଥିଲା। ପ୍ରାଥମିକ ସୂଚନା ଅନୁସାରେ ଆଦର୍ଶ ତ୍ରିପାଠୀ ନାମକ ଜଣେ ବ୍ୟକ୍ତି ରୋହିତଙ୍କ ଉପରକୁ ଗୁଳି ଚଳାଇଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories