www.samajalive.in
Saturday, December 6, 2025
17.1 C
Bhubaneswar

୩ ନୂଆ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ଵର: ରାଜ୍ୟରେ ବୁଧବାର ଚିହ୍ନଟ ହୋଇଥିବା ନୂଆ ୩ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ଏହି ୩ ଜଣ ନିକଟରେ କଲକାତାରୁ ଫେରିଥିଲେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୩ ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦୁଝର ପଞ୍ଚପଲ୍ଲୀ ଅଞ୍ଚଳର ୬୦ ବର୍ଷୀୟ ବୃଦ୍ଧ, ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ୧୮ ବର୍ଷୀୟା ଯୁବତୀ ଏବଂ ଦେବଗଡ଼ ଜିଲା ବାସୁଦେବପୁର ଅଞ୍ଚଳର ୩୪ ବର୍ଷୀୟ ଯୁବକ ରହିଛନ୍ତି। ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟାଇନରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories