www.samajalive.in
Monday, December 8, 2025
24.1 C
Bhubaneswar

ମୌସୁମୀ ଅଧିବେଶନ : ଅଗଷ୍ଟ ୨୭ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ସେପ୍ଟେମ୍ବର ପହିଲାରୁ ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ତେଣୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଗଷ୍ଟ ୨୭ରେ ସର୍ବଦଳୀୟ ବୈଠକ ଡାକିଛନ୍ତି ।
କୋଭିଡ କଟକଣାରେ ଅଧିବେଶନ ମୌସୁମୀ ଅଧିବେଶନ ଅନୁ​ଷ୍ଠିତ ହେବ। ତେଣୁ ସୁରୁଖୁରୁରେ ଗୃହ ପରିଚାଳନା ପାଇଁ  ଏହି ବୈଠକରେ ଆଲୋଚନା ହେବ। ମୌସୁମୀ ଅଧିବେଶନ କମ୍ ସମୟ ପାଇଁ ବସୁଥିବାରୁ ସବୁଦଳର ସହଯୋଗ କାମନା କରି ବାଚସ୍ପତି ଏହି ବୈଠକ ଡକାଇଛନ୍ତି ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories