www.samajalive.in
Saturday, December 6, 2025
19.1 C
Bhubaneswar

ସର୍ବଦଳୀୟ ବୈଠକ ଶେଷ

ଭୁବନେଶ୍ୱର: ବିଧାନସଭାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ ଗୃହକୁ ସୁରୁଖୁରୁରେ ଚଳାଇବା ନେଇ ବୈଠକରେ ଆଲୋଚନା ହୋଇଛି। ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ। ଗୃହରେ ଦ୍ଵିତୀୟ ଦିନ ଅତିରିକ୍ତ ବଜେଟ୍ ଆସିବ। ଅଧିବେଶନ ସ୍ଵାଭାବିକ ଭାବେ ଚାଲିବାକୁ ନେଇ ବାଚସ୍ପତି ଗୁରୁତ୍ଵ ଦେଇଛନ୍ତି। ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। ଶାସକ ଦଳ ଭଳି ବିରୋଧୀ ଦଳକୁ ସମାନ ସମୟ ଦେବାକୁ ଦାବି ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବ ଦଳୀୟ ବୈଠକ ବସିଥିଲା। ଏଥିରେ ଶାସକ ଦଳର ବିଧାୟକଙ୍କ ସହିତ ବିଜେଡିର ପ୍ରମିଳା ମଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ଉପସ୍ଥିତ ଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories