www.samajalive.in
Saturday, December 6, 2025
16.1 C
Bhubaneswar

ଆଜିଠୁ ରାଜ୍ୟରେ ସ୍ୱାଭାବିକ ହେଲା ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ସ୍ୱାଭାବିକ ହୋଇଛି ସ୍କୁଲ। ସ୍କୁଲ ଖୋଲାଯାଇ ସକାଳ ୧୦ଟାରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟା ଯାଏଁ କ୍ଲାସ୍‌‌ ହେବ। ଜିଲ୍ଲାପାଳଙ୍କ ଉପରେ ସ୍କୁଲ ଛୁଟି ନିଷ୍ପତି ଛାଡିଥିଲେ ରାଜ୍ୟ ସରକାର। ପାଗରେ ପରିବର୍ତ୍ତନ ହେବାରୁ ସୋମବାରଠାରୁ ସ୍ୱାଭାବିକ ଭାବେ ସମସ୍ତ ସ୍କୁଲ ଖୋଲାଯାଇଛି। ସୂଚନା ଯୋଗ୍ୟ ପୂର୍ବରୁ ସମସ୍ତ ସ୍କୁଲ ଖୋଲା ଯାଇଥିବାବେଳେ କିଛି ଜିଲାରେ ସ୍ଥାନୀୟ ପାଣିପାଗ ସ୍ଥିତି ଉପରେ ନଜର ରଖି ସ୍କୁଲ ଛୁଟି ଘୋଷଣା ହୋଇଥିଲା। ତେବେ ସାରା ରାଜ୍ୟକୁ ମୌସୁମୀ ଛୁଇଁବା ସହ ଏବେ ଖରା କମିଥିବାରୁ ଆଜିଠୁ ସ୍ୱାଭାବିକ ଭାବେ ସ୍କୁଲ ଖୋଲିବାକୁ ନିଷ୍ପତି ନିଆଯାଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories