www.samajalive.in
Sunday, December 14, 2025
18.1 C
Bhubaneswar

ରାଜଧାନୀରେ ୧୨ ତାରିଖରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର – ରାଜଧାନୀ ଭୁବନେଶ୍ୱରରେ ଫେବ୍ରୁଆରୀ ୧୨ ତାରିଖରୁ ସମସ୍ତ ଧର୍ମାନୁଷ୍ଠାନ ଖୋଲିବ । ସମ୍ପୂର୍ଣ୍ଣ ଟିକା ନେଇଥିବା ବ୍ୟକ୍ତି ଲିଙ୍ଗରାଜ ମନ୍ଦିରରେ ଦର୍ଶନ କରିପାରିବେ । ଲିଙ୍ଗରାଜ ମନ୍ଦିରରେ ଥରକେ ୧୦୦ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ।

ଟିକା ପ୍ରମାଣ ପତ୍ର ସହ ଭୋଟର ଆଇଡି କିମ୍ବା ଆଧାର ଦେଖାଇ ଦ୍ରଶନ କରିପାରିବେ । ୧୫ ବର୍ଷରୁ କମ୍‌ ବର୍ଷର ପିଲା ଆଇଡି ପ୍ରୁଫ୍‌ ବା ପ୍ରମାଣ ପତ୍ର ଦେଖାଇ ଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିପାରିବେ ।
ମନ୍ଦିର ସହ ମସଜିଦ୍‌, ଚର୍ଚ୍ଚ ଏବଂ ଗୁରୁଦ୍ୱାରକୁ ଖୋଲିବା ପାଇଁ ବିଏମ୍‌ସି ଅନୁମତି ଦେଇଛି । ପୂଜା କାର୍ଯ୍ୟରେ ନିୟୋଜିତ ସମସ୍ତଙ୍କୁ ସମ୍ପୂର୍ଣ୍ଣ ଟିକା କରଣ ପାଇଁ ନିର୍ଦେଶ ଦିଆଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories