www.samajalive.in
Monday, December 8, 2025
24.1 C
Bhubaneswar

ଆକ୍ଟୋବରରେ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ବର: ମହାମାରୀ କରୋନା ପାଇଁ  ବନ୍ଦ ରହିଥିବା ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଦୀର୍ଘ ଦିନ ପରେ ଖୋଲିବାକୁ ଯାଉଛି। ଆଜି ପର୍ଯ୍ୟଟନ ଦିବସରେ ପର୍ଯ୍ୟଟନ ମନ୍ତ୍ରୀ ଯ୍ୟୋତି ପାଣିଗ୍ରାହୀ ଏ ନେଇ ବଡ଼ ସୂଚନା ଦେଇଛନ୍ତି। ଅକ୍ଟୋବର ମାସରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବ। କୋଭିଡ କଟକଣା ଭିତରେ ରଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବ। କୋଭିଡ ଗାଇଡ ଲାଇନକୁ କଡାକଡ଼ି ପାଳନ କରାଯିବ। ଏଥିପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଗାଇଡ ଲାଇନ ଜାରି କରାଯିବ। ହେଲେ ମନ୍ଦିର ଖୋଲିବ କି ନାହିଁ ମନ୍ଦିର ପ୍ରଶାସନ ଓ ଆଇନ ମନ୍ତ୍ରୀ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ଯ୍ୟୋତି ପାଣିଗ୍ରାହୀ କହିଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories