www.samajalive.in
Sunday, December 7, 2025
14.1 C
Bhubaneswar

ଗିରଫ ହେବେନି ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି, ରୋକ ଲଗାଇଲେ ଆହ୍ଲାବାଦ ହାଇକୋର୍ଟ

ଆହ୍ଲାବାଦ ହାଇକୋର୍ଟ ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି ଏବଂ ତାଙ୍କ ପରିବାରର ତିନିଜଣଙ୍କୁ ତାଙ୍କ ପୂର୍ବତନ ପତ୍ନୀଙ୍କ ଦ୍ୱାରା ଦାଖଲ ହୋଇଥିବା ନିର୍ଯାତନା ମାମଲାରେ ଗିରଫ ନ କରିବା ପାଇଁ ମଧ୍ୟବର୍ତ୍ତୀକାଳୀନ ଆଦେଶ ଦେଇଛନ୍ତି। ତେବେ ଜଷ୍ଟିସ ମନୋଜ ମିଶ୍ର ଏବଂ ସଞ୍ଜୟ କୁମାର ପଚୌରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ତାଙ୍କ ଆବେଦନକୁ ଖଣ୍ଡନ କରିଥିବାରୁ ତୃତୀୟ ଭାଇ ମୀନାଜୁଦ୍ଦିନ କୋର୍ଟରୁ ମୁକ୍ତି ପାଇବାରେ ବିଫଳ ହୋଇଛନ୍ତି।

କୋର୍ଟ କହିଛନ୍ତି ଯେ ଏହି ମାମଲାର ତଦନ୍ତ ଜାରି ରହିବ ଏବଂ ଏହାର ଯୁକ୍ତିଯୁକ୍ତ ସିଦ୍ଧାନ୍ତରେ ପହଞ୍ଚିବ କିନ୍ତୁ ପୁଲିସ ରିପୋର୍ଟ ଦାଖଲ ନହେବା ପର୍ଯ୍ୟନ୍ତ ସେମାନଙ୍କୁ ଗିରଫ କରାଯିବ ନାହିଁ। ତେବେ ଏତଲାରେ ଯେଉଁମାନଙ୍କ ନାମ ରହିଛି ସେମାନଙ୍କୁ ତଦନ୍ତରେ ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories