www.samajalive.in
Wednesday, November 19, 2025
18.1 C
Bhubaneswar

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ, ୯ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀଙ୍କ ସମ୍ବଲପୁର କାର୍ଯ୍ୟାଳୟ, କ୍ୱାର୍ଟର୍ସ ଏବଂ ତିନି ମହଲା ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଏସିଏଫଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ହୋଇଛି

- Advertisement -

ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ ପରେ ଆଜି ତାଙ୍କ ଘରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

Hot this week

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ...

ଦ୍ବିତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଗିଲ୍‌ : ନୀତୀଶଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ କ୍ରିକେଟ...

୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ପାହାଡ଼ିଆ...

Related Articles

Popular Categories