www.samajalive.in
Wednesday, December 10, 2025
26.1 C
Bhubaneswar

କଟକ ଏସସିବିରେ ରାଗିଂ ଅଭିଯୋଗ, ତଦନ୍ତ ଆରମ୍ଭ

କଟକ: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ (ଏସସିବି ମେଡ଼ିକାଲ କଲେଜ)ରେ ରାଗିଂ ଅଭିଯୋଗ ହୋଇଛି। ଏମବିବିଏସ ପ୍ରଥମ ବର୍ଷ ଛାତ୍ର ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଏସସିବି ମେଡ଼ିକାଲ କଲେଜର ଶେଷ ବର୍ଷ ଛାତ୍ରଙ୍କ ନାମରେ ସେ ରାଗିଂ ଅଭିଯୋଗ ଆଣିଛନ୍ତି। ଛାତ୍ରଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ଏସସିବି ଆଣ୍ଟି ରାଗିଂ କମିଟିର ତଦନ୍ତ ଆରମ୍ଭ କରିଛି। ଅଭିଯୋଗକାରୀ ଛାତ୍ର ଦେଇଥିବା ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ ହୋଇଥିବା ଏସସିବି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories