ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଲେ ଅଲ୍ଲୁ ଅର୍ଜୁନ

ସମାଜ ଡିଜିଟାଲ ଡେସ୍କ: ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି ଅଭିନେତା ଅଲ୍ଲୁ ଅର୍ଜୁନ। କେରଳ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ଦାନ କରିଛନ୍ତି ଅଭିନେତା। ଅଲ୍ଲୁଙ୍କ ଏହି ପଦକ୍ଷେପ ପରେ ତାଙ୍କୁ ଭୁରି ଭୁରି ପ୍ରଶଂସା କରୁଛନ୍ତି ଲୋକେ। ଅଲ୍ଲୁ ଅର୍ଜୁନ ଟ୍ୱିଟ୍ କରି ଲେଖିଛନ୍ତି ଯେ, ‘‘ୱାୟନାଡରେ ହୋଇଥିବା ଭୂସ୍ଖଳନ ଯୋଗୁଁ ମୁଁ ଅତ୍ୟନ୍ତ ଦୁଃଖିତ। କେରଳ ମୋତେ ସର୍ବଦା ବହୁତ ଭଲପାଇବା ଦେଇଛି ଏବଂ ଥଇଥାନ କାର୍ଯ୍ୟରେ ସହାୟତା … Continue reading ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଲେ ଅଲ୍ଲୁ ଅର୍ଜୁନ