ଜେଲ୍‌ ଗଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ

ତେଲଙ୍ଗାନା : ଜେଲ୍‌ ଗଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଅଲ୍ଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ। ନାମପଲ୍ଲୀ କୋର୍ଟ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ଗିରଫ ପରେ ଚଞ୍ଚଲଗୁଡା ସେଣ୍ଟ୍ରାଲ ଜେଲ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଜରୁରୀ ଶୁଣାଣି ପାଇଁ ତେଲଙ୍ଗାନା ହାଇକୋର୍ଟ ଗଲେ ଅଲ୍ଲୁ । ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଶୁକ୍ରବାର ହାଇଦ୍ରାବାଦ ନାମପଲ୍ଲୀ କୋର୍ଟରେ ହାଜର ହୋଇଥିଲେ। ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେ ହାଜର … Continue reading ଜେଲ୍‌ ଗଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ