www.samajalive.in
Wednesday, December 10, 2025
23.1 C
Bhubaneswar

ଗିରଫଦାରୀକୁ ବିରୋଧ; ହାଇକୋର୍ଟଙ୍କ ଦ୍ୱାରସ୍ଥ ଅଲ୍ଲୁ ଅର୍ଜୁନ

ତେଲଙ୍ଗାନା : ତେଲଙ୍ଗାନା ହାଇକୋର୍ଟ ଗଲେ ଅଲ୍ଲୁ ଅର୍ଜୁନ । ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଗଲେ ଅଲ୍ଲୁ । ଜରୁରୀ ଶୁଣାଣି ପାଇଁ ଅଲ୍ଲୁ ହାଇକୋର୍ଟରେ ଆବେଦନ କରିଛନ୍ତି । ଜାମିନ୍‌ ପାଇଁ ଆବେଦନ କରିଛନ୍ତି ପୁଷ୍ପା । ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଅଲ୍ଲୁଙ୍କୁ ଓସମାନିଆ ହସ୍ପିଟାଲ ନିଆଯାଇଛି। କିଛି ସମୟ ପରେ ତାଙ୍କ ମେଡିକାଲ ଯାଞ୍ଚ ହେବ।
ସୂଚନାନୁଯାୟୀ, ଦକ୍ଷିଣ ଭାରତୀୟ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହୋଇଛନ୍ତି। ହାଇଦ୍ରାବାଦ ସନ୍ଧ୍ୟା ହଲ୍‌ରେ ‘ପୁଷ୍ପା-୨’ ଚଳଚ୍ଚିତ୍ର ପ୍ରଦର୍ଶନ ସମୟରେ ଦଳାଚକଟା ମାମଲାରେ ଶୁକ୍ରବାର ଅଭିନେତାଙ୍କୁ ଗିରଫ କରାଯାଇଛି। ଡିସେମ୍ବର ୪ରେ ହୋଇଥିବା ଦଳାଚକଟାରେ ଜଣେ ୩୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଅଲ୍ଲୁ ଅର୍ଜୁନ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ। ଏବେ ଏହି ମାମଲାରେ ଗିରଫ ହୋଇଛନ୍ତି ଅଭିନେତା।

ଏକାଠି ହେବେ ଶନି-ଶୁକ୍ର; ନୂଆବର୍ଷରେ ସୁନାଭଳି ଚମକିବେ ଏହି ରାଶି, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

ବାନ୍ତି ଦାମ୍‌ କୋଟି କୋଟି ଟଙ୍କା; ଜାଣନ୍ତୁ କାହିଁକି..

- Advertisement -

ଦେଖନ୍ତୁ ଭିଡିଓ; ଏମିତି ଶିକାର କରେ ବାଘ, ଆଖି ପିଛୁଳାକେ..

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories