www.samajalive.in
Saturday, December 6, 2025
15.1 C
Bhubaneswar

ଆଳୁ ମସଲା ପୁରୀ

ଆବଶ୍ୟକ ସାମଗ୍ରୀ
ଅଟା – ୩୦୦ ଗ୍ରାମ
ତେଲ – ଆବଶ୍ୟକ ଅନୁଯାୟୀ
ସୁଜି – ୩ ଚାମଚ
ହଳଦୀ ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ଜିରା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଜୁଆଣି – ଅଳ୍ପ
କଟା ଧନିଆ ପତ୍ର – ଆବଶ୍ୟକ ଅନୁଯାୟୀ
ସିଝା ଆଳୁ – ୨ ଟି
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ଅଟା , ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ , ସୁଜି , ଜୁଆଣି , ଜିରା ଗୁଣ୍ଡ, କଟା ଧନିଆ ପତ୍ର,ସିଝା ଆଳୁ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହା ପରେ ପାଣି ପକାଇ ଭଲ ଭାବେ ଚକଟି ୧୫ ମିନିଟ ରଖି ଦିଅନ୍ତୁ। ୧୫ ମିନିଟ ପରେ ଏଥିରେ ୨ ଚାମଚ ତେଲ ପକାଇ ପୁଣି ଭଲ ଭାବେ ଚକଟି ଦିଅନ୍ତୁ। ଏହି ଚକଟାରୁ ଛୋଟ ଛୋଟ ଗୁଳା କରି ପୁରୀ ଆକୃତିର ବେଲି ଏକ ପାତ୍ରରେ ରଖନ୍ତୁ । ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବେଲି ଥିବା ପୁରୀକୁ ଛାଣନ୍ତୁ।

- Advertisement -

ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢନ୍ତୁ ଓ ଗରମାଗରମ ଖାଆନ୍ତୁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories