www.samajalive.in
Sunday, December 7, 2025
13.1 C
Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା । ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ହୋଟେଲ ମେ ଫେୟାର ନିଆଯାଇଥିଲା ।

ଆସନ୍ତାକାଲି ଅର୍ଥାତ ରବିବାର ଦୁଇ ଦଳର ଅନ୍ୟ ସମସ୍ତ ଖେଳାଳି ଆସିବେ । ସେଥିପାଇଁ ବିମାନବନ୍ଦରଠୁ ହୋଟେଲ ମେ ଫେୟାର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆଠ ତାରିଖରେ ନେଟ୍ ଅଭ୍ୟାସ ପାଇଁ ବାରବାଟୀ ଯିବେ ଦୁଇ ଦଳର ଖେଳାଳି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

Related Articles

Popular Categories