www.samajalive.in
Thursday, December 11, 2025
14.1 C
Bhubaneswar

‘ଆମ ପୋଖରୀ’ କାର୍ଯ୍ୟକ୍ରମ ଉଦଘାଟିତ

ଚୌଦ୍ୱାର : ସହରାଞ୍ଚଳର ବିଭିନ୍ନ ଜଳାଶୟର ପୁନରୁଦ୍ଧାର ଓ ନବୀକରଣ ପାଇଁ ସରକାରଙ୍କ ତରଫରୁ ଆମ ପୋଖରୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଗୁରୁବାର ଦିନ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏଥିପାଇଁ ଚୌଦ୍ୱାର ପୌରପାଳିକା ତରଫରୁ ପୌର କଲ୍ୟାଣ ମଣ୍ଡପରେ ଉଦଘାଟନ କାର୍ଯ୍ୟକ୍ରମର ସିଧାପ୍ରସାରଣ ପାଇଁ ବ୍ୟବସ୍ଥା କରାଯାଇଥିଲା । ପୌରଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ନିର୍ବାହୀ ଅଧିକାରୀ ସଂଞ୍ଜୀବ କୁମାର ମହାପାତ୍ର, କାଉନସିଲର ଆଶୁତୋଷ ଦାସ, ଅଜୟ କୁମାର ବେହେରା,  ବିଜୟ କୁମାର ମଲ୍ଲିକ ପ୍ରମୁଖଙ୍କ ସମେତ ସମସ୍ତ କାଉନସିଲର, ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ଓ କର୍ମଚାରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୁଝିଥିଲେ। ପୌରଯନ୍ତ୍ରୀ ସଂଞ୍ଜୟ ସାମଲ, ବାସନ୍ତୀ ସାହୁ,ସିକ୍ତା ମହାନ୍ତି,ସଂଞ୍ଜୟ କୁମାର ସାମନ୍ତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories