www.samajalive.in
Friday, December 12, 2025
14.1 C
Bhubaneswar

ଆମ ପୁଲିସ ସମିତି ବୈଠକ ଅନୁଷ୍ଠିତ

ଦ୍ୱାରଶୁଣି : ବାଙ୍ଗିରିପୋଷି ଥାନା ଅଧିକାରୀ ଚନ୍ଦନ କୁମାର ଘଡେଇଙ୍କ ଅଧ୍ୟକ୍ଷତାରେ ପଥୁରୀ ପଞ୍ଚlୟତର ବାଲିଆଡ଼ହର ଗ୍ରାମରେ ଆମ ପୁଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାମଚନ୍ଦ୍ର ମୁର୍ମୁ ସଭlପତିତ୍ଵ କରିଥିବା ବେଳେ ପଥୁରୀ ସରପଞ୍ଚ ପ୍ରଫୁଲ୍ଲ କୁମାର ସିଙ୍ଗ, ସମିତି ସଭ୍ୟ ଚିତ୍ତରଞ୍ଜନ ଗୋଛାୟତ ବୈଠକରେ ଉପସ୍ଥିତ ରହିଥିଲେ। ବାଲ୍ୟ ବିବାହ, ଗୁଣି ଗlରଡିକୁ ପ୍ରଶୟ ନ ଦେବା ଭଳି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories