www.samajalive.in
Monday, December 15, 2025
26.1 C
Bhubaneswar

ଅମଲାତନ୍ତ୍ରକୁ ରାଜସ୍ଵ ମନ୍ତ୍ରୀଙ୍କ କଡା ତାଗିଦ୍

ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଦୂରଦୂରାନ୍ତରୁ ଯେଉଁ ଲୋକମାନେ ଆସୁଛନ୍ତି , ସେମାନଙ୍କୁ ବସିବାକୁ ଚୌକି ଦିଅ ଏବଂ ପିଇବାକୁ ପାଣି ଦିଅ। ଧୖର୍ଯ୍ୟ ସହକାରେ ଲୋକଙ୍କ ଅଭିଯୋଗ ଶୁଣ ଏବଂ ନିର୍ଦିଷ୍ଟ ସମୟରେ କାମ ସାର। ପୂର୍ବରୁ କାର୍ଯ୍ୟାନୁଷ୍ଠାନ ହୋଇଛି। ନିୟମରେ ନ ରହିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories