www.samajalive.in
Monday, December 15, 2025
26.1 C
Bhubaneswar

ଅମରନାଥ ଯାତ୍ରା ୩ ପର୍ଯ୍ୟନ୍ତ ସ୍ଥଗିତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସକାଳୁ କୌଣସି ଶ୍ରଦ୍ଧାଳୁଙ୍କୁ ଯାତ୍ରା ଅନୁମତି ପ୍ରଦାନ କରାଯାଇନାହିଁ। ଇତିମଧ୍ୟରେ ଚାରି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଅମରନାଥ ଗୁମ୍ପାସ୍ଥିତ ବରଫ ଲିଙ୍ଗ ଦର୍ଶନ କରିସାରିଲେଣି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories