www.samajalive.in
Friday, December 5, 2025
20.1 C
Bhubaneswar

ଅମରନାଥ ଗୁମ୍ଫା ପରିଦର୍ଶନ ପାଇଁ ବାହାରିଲେ ୩୪୭୧ ତୀର୍ଥଯାତ୍ରୀ

ଡେସ୍କ: ଅମରନାଥ ଗୁମ୍ଫା ପରିଦର୍ଶନ ପାଇଁ ଆଜି ସକାଳେ ଜମ୍ମୁର ଭଗବତୀ ନଗର ଯାତ୍ରୀନିବାସ ମୂଳଶିବିରରୁ ୩ ହଜାର ୪୭୧ ଜଣ ତୀର୍ଥଯାତ୍ରୀ କାଶ୍ମୀର ଘାଟି ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ତୀର୍ଥଯାତ୍ରୀମାନଙ୍କ ସୁରକ୍ଷା ନିମନ୍ତେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୧୪ଟି ଦଳରେ ଯାଇଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧ ହଜାର ୭୩ ଜଣ ବଲ୍‌ତାଲ୍‌ ମୂଳଶିବିରରୁ ଏବଂ ୨ ହଜାର ୩୯୮ ଜଣ ପହଲଗାମ୍‌ ମୂଳ ଶିବିରରୁ ଅମରନାଥ ଗୁମ୍ଫାକୁ ଯାତ୍ରା କରିବେ।

ବାଂଲାଦେଶ ଅଶାନ୍ତ – କର୍ଫ୍ୟୁ ଜାରି, ସେନା ମୁତୟନ

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories