www.samajalive.in
Wednesday, December 10, 2025
26.1 C
Bhubaneswar

ଅମରନାଥ ଯାତ୍ରା ସମୟରେ ଦୁର୍ଘଟଣା, ୩୬ ଯାତ୍ରୀ ଆହତ

ଡେସ୍କ: ରାମବନର ଚନ୍ଦରକୋଟ ଲାଙ୍ଗରରେ ଅମରନାଥ ଯାତ୍ରାର ପହଲଗାମ କାଫଲାର ଶେଷ ଗାଡ଼ି ନିୟନ୍ତ୍ରଣ ହରାଇ ଫସି ରହିଥିବା ଗାଡ଼ି ସହିତ ଧକ୍କା ହୋଇଛି, ଯାହା ଫଳରେ ୪ଟି ଗାଡ଼ି କ୍ଷତିଗ୍ରସ୍ତ ହୋଇଛି ଏବଂ ୩୬ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ତୁରନ୍ତ ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ହସ୍ପିଟାଲ ରାମବନରେ ଭର୍ତ୍ତି କରାଯାଇଛି। ପରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବରେ ଯାତ୍ରା ଜାରି ରଖିବା ପାଇଁ ଅନ୍ୟ ଗାଡ଼ିରେ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ଦୁର୍ଘଟଣା ପରେ, ଜାମ୍ମୁ କାଶ୍ମୀର ଉପରାଜ୍ୟପାଳ ଏଲଜି ମନୋଜ ସିହ୍ନା ଅମରନାଥ ଯାତ୍ରା କରୁଥିବା ତୀର୍ଥଯାତ୍ରୀଙ୍କ ଗାଡ଼ି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବା, ସମସ୍ତ ପ୍ରମୁଖ ସ୍ଥାନରେ ସୁରକ୍ଷା ଯାଞ୍ଚ ଏବଂ ଯାତ୍ରା ମାର୍ଗରେ ଖାଦ୍ୟ ଏବଂ ଔଷଧର ନିରବଚ୍ଛିନ୍ନ ଉପଲବ୍ଧତା ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories