www.samajalive.in
Saturday, December 6, 2025
23.1 C
Bhubaneswar

ଆମ୍ବପୁର ପଞ୍ଚାୟତର ୱାର୍ଡ ସଭ୍ୟା ପ୍ରାର୍ଥିନୀ ମୃତ

ପାତ୍ରପୁର: ପାତ୍ରପୁର ବ୍ଳକ ଆମ୍ବପୁର ପଞ୍ଚାୟତର ୪ ନମ୍ବର ୱାର୍ଡର ୱାର୍ଡ ସଭ୍ୟା ପ୍ରାର୍ଥୀ ମାଳତୀ ଶବରଙ୍କ ଆଜି ମୃତ୍ୟୁ ଘଟିଛି। ମାଳତୀ ଚଳିତ ନିର୍ବାଚନରେ ସେ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ। ତେବେ ମାଳତୀ କିଡନୀ ରୋଗରେ ଆକ୍ରାନ୍ତ ଥିବା ବେଳେ ଆଜି ତାଙ୍କ ଅବସ୍ଥାଗୁରୁତର ହୋଇ ପଡ଼ିଥିଲା। ମାଳତୀଙ୍କ ମୃତୁରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories