www.samajalive.in
Saturday, December 6, 2025
23.1 C
Bhubaneswar

 ଆମ୍ୱୁଲାନ୍ସ ଓଲଟି ୩ ଗୁରୁତର

ଭଦ୍ରକ :  ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଭଣ୍ଡାରି ପୋଖରୀ ନିକଟରେ ସୋମବାର ସକାଳେ ଏକ ଆମ୍ୱୁଲାନ୍ସ  ଭାରସାମ୍ୟ ହରାଇ  ଓଲଟିଛି ପଡିଛି । ଫଳରେ ୩ଜଣ ଗରୁତର ଆହତ ହୋଇଛନ୍ତି ।  ଗୁରୁତର ମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି  । ସୂଚନା ଆନୁଯାଇ ଭଣ୍ଡାରୀ ପଖରୀ ଛକ ନିକଟରୋ ଆମ୍ୱୁଲାନ୍ସଟି ମୃତ ଦେହ ନେଇ କଟକରୁ ଧାମନଗର ଯାଉଥିଲା , ସେଥିରେ ମୃତକଙ୍କ ସ୍ତ୍ରୀ, ପୁଅ ଓ ଝିଅ ଥିଲେ ।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories